ପ୍ରେରିତ 7:57-58
ପ୍ରେରିତ 7:57-58 IRVORY
କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ, ପୁଣି, ସେମାନେ ତାହାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ।





