YouVersion Logo
Search Icon

ପ୍ରେରିତ 8:29-31

ପ୍ରେରିତ 8:29-31 IRVORY

ସେତେବେଳେ ପବିତ୍ର ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କଅଣ ବୁଝୁଅଛନ୍ତି? ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।