YouVersion Logo
Search Icon

ଯାତ୍ରା ପୁସ୍ତକ 10:13-14

ଯାତ୍ରା ପୁସ୍ତକ 10:13-14 IRVORY

ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ। ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।