ଯାତ୍ରା ପୁସ୍ତକ 11:5-6
ଯାତ୍ରା ପୁସ୍ତକ 11:5-6 IRVORY
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।





