ଯାତ୍ରା ପୁସ୍ତକ 14:13
ଯାତ୍ରା ପୁସ୍ତକ 14:13 IRVORY
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।





