YouVersion Logo
Search Icon

ଯାତ୍ରା ପୁସ୍ତକ 19:5-6

ଯାତ୍ରା ପୁସ୍ତକ 19:5-6 IRVORY

ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”