YouVersion Logo
Search Icon

ଯାତ୍ରା ପୁସ୍ତକ 2:11-12

ଯାତ୍ରା ପୁସ୍ତକ 2:11-12 IRVORY

କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ। ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।

Free Reading Plans and Devotionals related to ଯାତ୍ରା ପୁସ୍ତକ 2:11-12