ଯାତ୍ରା ପୁସ୍ତକ 2:5
ଯାତ୍ରା ପୁସ୍ତକ 2:5 IRVORY
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।