ଯାତ୍ରା ପୁସ୍ତକ 20:9-10
ଯାତ୍ରା ପୁସ୍ତକ 20:9-10 IRVORY
ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।





