ଯାତ୍ରା ପୁସ୍ତକ 28:3
ଯାତ୍ରା ପୁସ୍ତକ 28:3 IRVORY
ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।