ଯାତ୍ରା ପୁସ୍ତକ 3:2
ଯାତ୍ରା ପୁସ୍ତକ 3:2 IRVORY
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।