YouVersion Logo
Search Icon

ଯାତ୍ରା ପୁସ୍ତକ 33:16-17

ଯାତ୍ରା ପୁସ୍ତକ 33:16-17 IRVORY

କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ? ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”

Free Reading Plans and Devotionals related to ଯାତ୍ରା ପୁସ୍ତକ 33:16-17