ଯାତ୍ରା ପୁସ୍ତକ 36:1
ଯାତ୍ରା ପୁସ୍ତକ 36:1 IRVORY
“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”