ଯାତ୍ରା ପୁସ୍ତକ 7:3-4
ଯାତ୍ରା ପୁସ୍ତକ 7:3-4 IRVORY
ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା। ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।





