ଯାତ୍ରା ପୁସ୍ତକ 8:1
ଯାତ୍ରା ପୁସ୍ତକ 8:1 IRVORY
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।