ଯାତ୍ରା ପୁସ୍ତକ 9:3-4
ଯାତ୍ରା ପୁସ୍ତକ 9:3-4 IRVORY
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”





