ଯାତ୍ରା ପୁସ୍ତକ 9:9-10
ଯାତ୍ରା ପୁସ୍ତକ 9:9-10 IRVORY
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।” ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।





