ଗାଲାତୀୟ 5:19-21
ଗାଲାତୀୟ 5:19-21 IRVORY
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।





