ଆଦି ପୁସ୍ତକ 13:8
ଆଦି ପୁସ୍ତକ 13:8 IRVORY
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।