ଆଦି ପୁସ୍ତକ 15:5
ଆଦି ପୁସ୍ତକ 15:5 IRVORY
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”