YouVersion Logo
Search Icon

ଆଦି ପୁସ୍ତକ 17:7

ଆଦି ପୁସ୍ତକ 17:7 IRVORY

ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।