ଆଦି ପୁସ୍ତକ 28:13
ଆଦି ପୁସ୍ତକ 28:13 IRVORY
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।