YouVersion Logo
Search Icon

ଆଦି ପୁସ୍ତକ 37:20

ଆଦି ପୁସ୍ତକ 37:20 IRVORY

ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”