YouVersion Logo
Search Icon

ଆଦି ପୁସ୍ତକ 37:9

ଆଦି ପୁସ୍ତକ 37:9 IRVORY

ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”