ଆଦି ପୁସ୍ତକ 43:30
ଆଦି ପୁସ୍ତକ 43:30 IRVORY
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।