ଆଦି ପୁସ୍ତକ 44:34
ଆଦି ପୁସ୍ତକ 44:34 IRVORY
କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”