ଆଦି ପୁସ୍ତକ 45:3
ଆଦି ପୁସ୍ତକ 45:3 IRVORY
ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।