YouVersion Logo
Search Icon

ଆଦି ପୁସ୍ତକ 45:7

ଆଦି ପୁସ୍ତକ 45:7 IRVORY

ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।