YouVersion Logo
Search Icon

ଯୋହନ 17:22-23

ଯୋହନ 17:22-23 IRVORY

ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

Free Reading Plans and Devotionals related to ଯୋହନ 17:22-23