YouVersion Logo
Search Icon

ଲୂକ 23:44-45

ଲୂକ 23:44-45 IRVORY

ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।

Free Reading Plans and Devotionals related to ଲୂକ 23:44-45