YouVersion Logo
Search Icon

ଲୂକ 4:5-8

ଲୂକ 4:5-8 IRVORY

ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ। ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’”

Free Reading Plans and Devotionals related to ଲୂକ 4:5-8