YouVersion Logo
Search Icon

ଲୂକ 4:9-12

ଲୂକ 4:9-12 IRVORY

ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼; କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’” ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’”

Free Reading Plans and Devotionals related to ଲୂକ 4:9-12