YouVersion Logo
Search Icon

ମାର୍କ 4:26-27

ମାର୍କ 4:26-27 IRVORY

ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ; ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।

Free Reading Plans and Devotionals related to ମାର୍କ 4:26-27