YouVersion Logo
Search Icon

ମାର୍କ 5:34

ମାର୍କ 5:34 IRVORY

ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”