YouVersion Logo
Search Icon

ମାର୍କ 5:35-36

ମାର୍କ 5:35-36 IRVORY

ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”