YouVersion Logo
Search Icon

ମାର୍କ 6:41-43

ମାର୍କ 6:41-43 IRVORY

ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ। ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।

Free Reading Plans and Devotionals related to ମାର୍କ 6:41-43