YouVersion Logo
Search Icon

ରୋମୀୟ 10:11-13

ରୋମୀୟ 10:11-13 IRVORY

ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ। କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।

Free Reading Plans and Devotionals related to ରୋମୀୟ 10:11-13