ରୋମୀୟ 11:17-18
ରୋମୀୟ 11:17-18 IRVORY
କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ, ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।





