YouVersion Logo
Search Icon

ରୋମୀୟ 11:5-6

ରୋମୀୟ 11:5-6 IRVORY

ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି। କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।

Free Reading Plans and Devotionals related to ରୋମୀୟ 11:5-6