YouVersion Logo
Search Icon

ରୋମୀୟ 2:3-4

ରୋମୀୟ 2:3-4 IRVORY

ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ? କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?

Free Reading Plans and Devotionals related to ରୋମୀୟ 2:3-4