YouVersion Logo
Search Icon

ରୋମୀୟ 4:16

ରୋମୀୟ 4:16 IRVORY

ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ