YouVersion Logo
Search Icon

ରୋମୀୟ 8:16-17

ରୋମୀୟ 8:16-17 IRVORY

ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।