ପେରିତ୍ 27
27
ପାଉଲ୍ ରମ୍ ଦେସେ ଗାଡ୍ ଗାଡ୍ ଜିବାଟା
1ଆମେ ଜେଡେବେଲେ ପାନି ଜାଜେ ବସି ଇଟାଲି ଜିବାକେ ଟିକ୍ କଲାଇ, ସେଡ୍କିବେଲେ କେତେଟା ବନ୍ଦି ଅଇଲା ଲକ୍କେ ଆରି ପାଉଲ୍କେ ରମିୟ ସନିଅମନର୍ ସେନାପତି ଜୁଲିୟସ୍କେ ସର୍ପି ଅଇଲାଇ । 2ଆମେ ସବୁଲକ୍ ରମ୍ ରାଇଜର୍ ଆସିଆ ଜାଗାର୍ ଗାଡ୍କଣ୍ଡି ରଇଲା ବିନ୍ ବିନ୍ ଜାଗାଇ ଜୁ ବଲି ଆଦ୍ରାମୁଦିୟମର୍ ଗଟେକ୍ ପାନିଜାଜେ ବସି ଗାଲୁ । ଆରି ମାକିଦନିଆ ବଲି ଗଟେକ୍ ଜାଗାର୍ ଆରିସ୍ତାକସ୍ ନାଉଁର୍ ତେସ୍ଲନିକି ଲକ୍ ଆମର୍ ସଙ୍ଗ୍ ରଇଲା । 3ଆର୍କର୍ ଦିନେ ଆମେ ସିଦନେ କେଟ୍ଲୁ । ଜୁଲିୟସ୍ ପାଉଲ୍କେ ବେସି ଦୟା ଦେକାଇତେରଇଲା । ପାଉଲର୍ ସଙ୍ଗାରିମନର୍ ଟାନେଅନି ତାର୍ ଦର୍କାର୍ ଅଇବା ଜିନିସ୍ମନ୍ ଟୁଲିଆଇବାକେ ତାକର୍ସଙ୍ଗ୍ ଜାଇ ମିସତ୍ ବଲି ପାଉଲ୍କେ ଆଦେସ୍ ଦେଲା । 4ଆମେ ତେଇଅନି କେତେଦୁର୍ ଗାଲାପଚେ ପବନ୍ ଅଇଲାଜେ ସାଇପରସ୍ ଗାଡର୍ ପାଲି ପାଲି ଗାଲୁ । 5ସିଲିସିଆ ଆରି ପପୁଲିଆ ନାଉଁର୍ ଦୁଇଟା ଜାଗା ଜିତିକରି ଲୁକିଆ ବଲି ମୁରା ନଅର୍ ଜାଗାଇ ଆଇଲୁ । 6ତେଇ ସେନାପତି ଆଲେକ୍ଜାଣ୍ଡ୍ରିଆର୍ ଗଟେକ୍ ପାନି ଜାଜ୍ ଇଟାଲି ଜାଇତେରଇଲାଜେ ଆମ୍କେ ଦେକି, ସେ ଜାଜେ ବସାଇଲା ।
7ପଚେ ଆମ୍କେ ବେସିଦିନ୍ ଲାଗିଗାଲା ଦିରେ ଦିରେ ଜାଇ କରି କେଡେକ୍ କସ୍ଟେ କିଦ୍ ନାଉଁର୍ ଗଟେକ୍ ଜାଗାଇ କେଟ୍ଲୁ । ତେଇ କେଟ୍ଲା ପଚେ ବେସି ପବନ୍ ଆଇଲାଜେ ଆମେ ଆରି ଆଗ୍କେ ଜାଇ ନାପାର୍ଲୁ । ତେବେ ସାଲନି ବଲି ଗଟେକ୍ ଜାଗାର୍ ମୁଆଟ୍ ବାଟେ ଜାଇ କିରିତର୍ ପାଲି ପାଲି ଗାଲୁ । 8ଆରି ପାଲି ପାଲି ଆସି ବଡେ କସ୍ଟେ ସୁନ୍ଦର୍ ବନ୍ଦ୍ ବଲି ଗଟେକ୍ ପାନିଜାଜ୍ମନ୍ ଲାଗ୍ବାଟାନେ ଆସି କେଟ୍ଲୁ । ସେଟା ଲାସିଆ ସଅର୍ ଲଗେ ରଇଲା ।
9ସେ ଜାଗାଇ ଆମେ ବେସିଦିନ୍ ରଇଲୁ । ଜିଉଦିମନର୍ ଉପାସ୍ ମାନିଅଇବା ପରବ୍ ସାରି ଜାଇରଇଲା । ତେବେ ଗାଡ୍ ଗାଡ୍ ଜିବାଟା ବିପଦ୍ ରଇଲା । ସେଟାର୍ପାଇଁ ପାଉଲ୍ ସେମନ୍କେ ଜାଗ୍ରତ୍ କରାଇ କଇଲା, 10“ମଇତର୍ମନ୍ ଆମେ ଏ ଗାଡ୍ ଗାଡ୍ ଗାଲେ ସରି ଜାଆଜ୍ ଆରି ଜିନିସ୍ପତର୍ ଆକା କେତି ନ ଅଏ, କେଡେବେଲେ ଜାଜେ ଜିବା ଲକ୍ମନର୍ ମିସା ଦସା କେଟ୍ସି ।” 11ମାତର୍ ସେନାପତି ପାଉଲର୍ କାତା ବିସ୍ବାସ୍ ନ କରି, ଜାଜ୍ ଚାଲାଉ, ଜାଜ୍ ସାଉକାରର୍ କାତା ବିସ୍ବାସ୍ କଲା । 12ସେ ଗାଡେ ସିତ୍ମାସେ ରଇବାଟା ବେସି କସ୍ଟ ରଇଲା । ତେବେ କେନ୍ତି କରି ମିସା କସ୍ଟେ ମସ୍ଟେ ପେନିକସ୍ ବଲି ଗଟେକ୍ ଜାଗାଇ କେଟି, ଦର୍କାର୍ ପଡ୍ଲେ ତେଇ ରଇବାକେ ଜାଜେ ଜିବା କେତେଲକ୍ମନ୍ କର୍ତେରଇଲାଇ । ପିନିକସ୍ ଅଇଲାନି କିରିତେ ଦକିଣ୍, ପଚିମ୍ ଆରି ଉତର୍ ପୁରୁବ୍ ଦିଗେ ରଇବା ଗଟେକ୍ ଜାଗାର୍ ନାଉଁ ।
ସମ୍ଦୁରେ ପାନିପବନ୍ ଆଇବାଟା
13ଜେଡେବେଲେ ଦକିନ୍ ଦିଗ୍ବାଟେଅନି ଅଲପ୍ ଅଲପ୍ ପବନ୍ ଆଇଲା, ସେଡେବେଲେ ଜାଜେ ବସିରଇବା ଲକ୍ମନ୍ ଏଟା ଗଟେକ୍ ସୁବ୍କବର୍ ବଲି ବାବ୍ଲାଇ । ଜାଜ୍ ଅଟ୍କାଇବା ପାର୍ଦା ଟେକିଦେକ୍ଲାଇ ଆରି କିରିତ୍ ଗାଡ୍ ପାଲି ପାଲି ଜାଜ୍ ଚାଲାଇ ଚାଲାଇ ନେବାର୍ ଦାର୍ଲାଇ । 14ମାତର୍ ଚନେକ୍ ଗାଲା ପଚେ କିରତ୍ବାଟେଅନି ଉତର୍ ପୁରବ୍ ବଲି କଇବା ପବନ୍ ଆଇଲା । 15ସେ ପବନ୍ ଅପର୍ବଲ୍ ଆସି ଜାଜେ ପିଟିଅଇଲା । ପବନ୍ ଆଇବା ମୁଆଟ୍ବାଟେ ଜାଜ୍ ନେବାକେ ଚେସ୍ଟା କରି କରି ନାପାରି ତାକିଗାଲୁ । ତେବେ ପବନ୍ ଜାଜ୍କେ ପାନି ଟାନେ ଉପ୍କାଇକରି ନେଅ ବଲି ଚାଡିଦେଲୁ । 16ଆରି କାଉଦ୍ ବଲି ଗୁଲାଇ ବାଟେ ପାନି ରଇକରି ମଜାଇ ସୁକ୍ଲା ବୁଇଁ ରଇବା ଜାଗାର୍ ଦକିଣ୍ ଦିଗ୍ବାଟେ ଗାଲାବେଲେ ଅଲପ୍ ପବନ୍ଟାନେ ଅନି ରକିଆ ପାଇଲୁ । ତେଇ ଆମେ କସ୍ଟେମସ୍ଟେ ଜାଆଜର୍ ସାନ୍ଡଙ୍ଗା କାଇ ବିପଦ୍ ନଇତେ ସଙ୍ଗଇପାର୍ଲୁ । 17ଜାଜ୍ ଚାଲାଉମନ୍ ସାନ୍ ଡଙ୍ଗା ଜାଜ୍ଉପ୍ରେ ଟେକି ନେଲାଇ ଆରି ଡର୍ ସଙ୍ଗ୍ ଡାଟ୍କରି ଜାଜର୍ ଚାରିବେଟ୍ତି ନ ବାଙ୍ଗ ବଲି ବାନ୍ଦି ଦେଲାଇ । ଜାଜ୍ ଚାଲାଉମନ୍ ଜାଜ୍କେ ଲିବିଆର୍ ପାଲି ପାଲି ବାଲିବନ୍ଦ୍ ବାଟେ ଉଟିଜାଇସି ବଲି ଜାଜେ ବାନ୍ଦି ରଇବା ଡେରା ଉତ୍ରାଇକରି ପବନେ ସେ ବଁଲି ବଁଲି ର ବଲି ଚାଡି ଦେଲାଇ । 18ଚନେକ୍ ମିସା ନ ତେବି ଅପର୍ବଲ୍ ପବନ୍ ଆଇବାର୍ ଦାର୍ଲା ଜେ, ତାର୍ ଆର୍କର୍ ଦିନେ ସେମନ୍ ଜାଜେଅନି ଜିନିସ୍ ପତର୍ ପାନିତେଇ ପିଙ୍ଗ୍ବାର୍ ଦାର୍ଲାଇ । 19ତାର୍ ଆର୍କର୍ ଦିନେ ସେମନ୍ ଜାଜର୍ ପାଇ ଦର୍କାର୍ ଅଇବା କେତେଟା ଜିନିସ୍ ବେଟି ପିଙ୍ଗି ଦେଲାଇ । 20ବେସି ଦିନ୍ ଅଇଗାଲା ଆମେ ବେଲର୍ ମୁକ୍ ନାଇ କି ତାରାର୍ ମୁକ୍ ଦେକୁନାଇ ସେନ୍ତି ରଇଗାଲୁ । ପବନ୍ ଚନେକ୍ ମିସା ତେବେ ନାଇ, ଅଦିକ୍ ଅଦିକ୍ ଆଇତେସେ ରଇଲା । ସାରାସାରି ଆମେ ବଁଚ୍ବାର୍ ଆସା ଚାଡି ଦେଇରଇଲୁ ।
21ଏତେକ୍ ଦିନ୍ ଅଇଲା ସବୁ ଲକ୍ଜାକ ନ କାଇ ନ ପିଇ ରଇଲା ପଚେ ପାଉଲ୍, ଜାଜେ ଜିବା ଲକ୍ମନର୍ ମଜାଇ ଟିଆଅଇ କଇଲା, ମଇତର୍ମନ୍ ତମେ ମର୍ କାତା ଦାରି କିରତେଅନି ଜାଜ୍ ନ ଆନି ରଇଲେ ଆମ୍କେ ଏ ଦସା ନ ଆଇତା । 22ମାତର୍ ଏବେ ତମ୍କେ ଗୁଆରି କରି କଇଲିନି, ନ ଡରି, ବରସ୍ ଅଇରୁଆ । ତମର୍ ବିତ୍ରେଅନି କେ ମିସା ନ ମରାସ୍ । ଜାଜ୍ସେ ନସ୍ଟ ଅଇସି । 23କାଇକେବଇଲେ ମୁଇ ଜାର୍ ଲକ୍ ଅଇଲିଆଚି, ଆରି ଜନ୍ ପର୍ମେସର୍କେ ପାର୍ତନା କଲିନି, କାଲି ରାତି ତାର୍ ଗଟେକ୍ ସରଗର୍ ଦୁତ୍ ମକେ ଆସି କଇଲା, 24ପାଉଲ୍ ତୁଇ ଡର୍ ନାଇ । ବାଇଦରେ ସମ୍ରାଟର୍ ମୁଆଟେ ତୁଇ ଟିଆ ଅଇସୁଆକା । ପର୍ମେସର୍ ତକେ ଜିବନ୍ ଦୁକାଇଲାଆଚେ । ଜେ କି, ତକେ ଆରି ତର୍ ସଙ୍ଗ୍ ଜାଇତେ ରଇବା ସବୁ ଲକ୍ମନ୍କେ ବଁଚାଇସି । 25ତେବେ ବାଇମନ୍ ତମେ ନ ଡରି ବରସ୍ ଅଇରୁଆ । କାଇକେ ବଇଲେ ମୁଇ ପରମେସର୍କେ ବିସ୍ବାସ୍ କଲିନି, ମକେ ଜେନ୍ତି କଇଲାଆଚେ ଟିକ୍ ସେନ୍ତାରିସେ ଅଇସି । 26ମାତର୍ ଆମେ ଆଗ୍କେ ଗାଲେ ଗଟେକ୍ ଗୁଲାଇବାଟେ ପାନି ରଇକରି ମଜାଇ ରଇବା ସୁକ୍ଲା ଜାଗାଇ ପବନ୍ କେଟାଇସି ।
27ଏନ୍ତାରି ଆମେ ବାଉପବନ୍ ଆରାମ୍ଅଇକରି ଚଉଦ ଦିନ୍ ଚଉଦ ରାତି ମିସା ଅଇଗାଲା । ପବନ୍ ଆମ୍କେ ବୁମଦ୍ ସମ୍ଦୁରେ ଏନେ ତେନେ ନେଇତେରଇଲା । ମଜାରାତି ଅଇଲାକେ ଜାଜ୍ ଚାଲାଉମନ୍ ଗଟେକ୍ କଣ୍ଡିପାଲି ଲଗାଲଗି ଆଇଲୁ ବଲି ଅନ୍ମାନ୍ କଲାଇ । 28ତେବେ ସେମନ୍ ଗଟେକ୍ ବଜ୍ ଜିନିସ୍ ଡର୍ସଙ୍ଗ୍ ବାନ୍ଦିକରି ନାପିକରି ଜାନ୍ଲାଇ ଜେ, ତେଇ ସଏ କଡେ ପୁଟ୍ ପାନି ଡେଙ୍ଗ୍ ରଇଲା । ଆରି କଣ୍ଡେକ୍ ଦୁର୍ ଆଇଲାଇକେ ନବେ ପୁଟ୍ ପାନି ନାପ୍ଲାଇ । 29ପାନି ଜାଜ୍ କନ୍ଆଲେ ଡଙ୍ଗ୍ରର୍ ପାକ୍ନାଇ ଡୁକାଇ ଅଇଜାଇସି ବଲି ଡରିକରି ସେମନ୍ ପଚ୍ବାଟେ ଚାର୍ଟା ଜାଜ୍ ଅଟ୍କାଇବାଟା ପାକାଇଲାଇ । ଆରି ଦାପ୍ରେ ସାକାଲ୍ ପାଅ ବଲି ପାର୍ତନା କଲାଇ । 30ତାର୍ ପଚେ ଜାଜ୍ ଚାଲାଉମନ୍ ଜାଜେଅନି ଲୁଚି ପାଲାଇବାକେ ଚେସ୍ଟା କଲାଇ । ସାନ୍ ଡଙ୍ଗା ବାନ୍ଦିରଇବା ଡର୍ ବେଟି ଡଙ୍ଗା ସମ୍ଦୁରେ ଉତ୍ରାଇଲାଇ । ସେମନ୍ ଆରି କେତେଟା ଜାଜ୍ ଅଟ୍କାଇବାଟା ମୁଆଟ୍ବାଟେ ପାକାଇବୁ ବଲି ନାଡାଇଲାଇ । 31ମାତର୍ ପାଉଲ୍, ସେନାପତି ଆରି ସନିଅମନ୍କେ କଇଲା, “ଜଦି ଜାଜ୍ ଚାଲାଉମନ୍ ଜାଜେ ନ ରଇଲେ ତମେ ମରିଜାଇସା ।” 32ସେଟାର୍ପାଇଁ ସନିଅମନ୍ ଡଙ୍ଗାର୍ ଡର୍ କାଟି ଦେଲାଇ ଆରି ପାନି ଉପ୍ରେ ବଁଲି ଜାଅ ବଲି ଚାଡି ଦେଲାଇ ।
33ପାଉଲ୍ କୁକ୍ଡାଡାକେ ସବୁ ଲକ୍କେ କାଆ ବଲି ବାବୁଜିଆ କଲା । ସେ କଇଲା, ଆଜିକେ ଚଉଦ ଦିନ୍ ଅଇଗାଲା କାଆସ୍ ନାଇ, ପିଆସ୍ ନାଇ, ବୁକେସେ ଆଚାସ୍ । 34ତେବେ ମୁଇ ତମ୍କେ କାଇଟା ଆଲେ କାଆ ବଲି ବୁଜାଇଲିନି, କାଇକେ ବଇଲେ, ବଁଚି ରଇବାର୍ ଆଲେ କାଇବାର୍ ଆଚେଆକା । ଡରା ନାଇ ! ତମ୍କେ କାଇଟା ନ ଅଏ । 35ପାଉଲ୍ ଏନ୍ତାରି କଇକରି ରୁଟି ଦାର୍ଲା ଆରି ସବୁ ଲକର୍ ମୁଆଟେ ପର୍ମେସର୍କେ ଦନିଅବାଦ୍ ଦେଇ ରୁଟି ଚିଡାଇ କାଇବାର୍ ଦାର୍ଲା । 36ତେଇ ସେମନ୍ ସବୁ ଲକ୍ ସାଆସ୍ ଅଇକରି ଆରି ନିଜେ ନିଜେ କାଇବାର୍ ଦାର୍ଲାଇ । 37ଆମେ ସେ ଜାଜେ ସବୁ ଲକ୍ ମିସି ଦୁଇସ ସତୁରି ଚଅ ଲକ୍ ରଇଲୁ । 38ସବୁ ଲକ୍ ପେଟ୍ ପୁର୍ତେ କାଇ ସାର୍ଲା ପଚେ ଜାଜ୍ ଉସାସ୍ ଅ ବଲି ଜାଜେ ରଇଲା ସବୁ କାଦିକଣ୍ଡା ସମ୍ଦୁରେ ପିଙ୍ଗି ଦେଲାଇ ।
ଜାଜ୍ ଡୁକାଇ ଅଇଲା
39ସାକାଲ୍ ପାଇଲାକେ କଣ୍ଡିର୍ କନ୍ ଜାଗାଇ ଆସି କେଟ୍ଲୁଆଚୁ ବଲି ଜାଜ୍ ଚାଲାଉମନ୍ ଜାନି ନାପାର୍ଲାଇ । ମାତର୍ ସେମନ୍ ଦେକ୍ଲାଇ, ଜେ ସେଟା ଗଟେକ୍ ସମ୍ଦୁର୍ ଆରି ଗାଡ୍ ମିସ୍ଲା ବାଲିପଟା ଜାଗା । ଜଦି ପାର୍ଲେ ତେଇ ଜାଜ୍ ଲାଗାଉଁ ବଲି ଚେସ୍ଟା କଲାଇ । 40ସେଟାର୍ପାଇଁ ଜାଜ୍ ଅଟ୍କାଇବାକେ ବାନ୍ଦି ରଇବା ଡର୍ ସବୁ କାଟି ଦେଇ, ସେଟା ସବୁ ସମ୍ଦୁରେ ତପି ଅଇବାକେ ଚାଡି ଦେଲାଇ । ଆରି ଜାଜ୍ ସଲ୍କାଇବାକେ ବାନ୍ଦି ରଇବା ଡର୍ କୁସ୍ଲାଇଦେଇ ମୁଆଟେ ବାନ୍ଦି ଅଇରଇବା ଡେରାକେ ଟେକି ଦେଲାଇ । ସେନ୍ତା କଲାକେ ଜାଜ୍ ପବ୍ନେ ଟେଲାଇ ଟେଲାଇ ଅଇକରି କଣ୍ଡିବାଟେ ଜିବାର୍ ଦାର୍ଲା । 41ଗାଡ୍ ଆରି ସମ୍ଦୁର୍ ମିସ୍ଲା ସାଙ୍ଗାମର୍ ବାଲିପାଟାଇ, ଜାଜ୍ ଡୁକାଇ ଅଇ ମୁଆଁଟ୍ ବାଟର୍ଟା ତଲେ ତପିଅଇ ଅଟ୍କି ଦେଲା । ଅପର୍ବଲ୍ ଲଉଡି ଆସି ଜାଜର୍ ପଚ୍ବାଟେ ଡୁକାଇ ଅଇଲାକେ ପଚ୍ ବାଟର୍ଟା ମିସା ବାଙ୍ଗି କଣ୍ଡ୍ କଣ୍ଡ୍ ଅଇଗାଲା ।
42ସନିଅମନ୍ ବନ୍ଦି ଲକ୍ମନ୍କେ ପଅଁରି ପଅଁରି ଉଟିଜିବାଇ ବଲି ବାବି କରି ମାରିମରାଇବାକେ ବାବ୍ଲାଇ । 43ମାତର୍ ସେନାପତି ପାଉଲର୍ ଜିବନ୍ ବଁଚାଇବି ବଲି ବାବ୍ତେ ରଇଲା । ତେବେ ସେ ସନିଅମନ୍କେ ସେନ୍ତାରି କରାନାଇ ବଲି ମନାକଲା । ଜେତ୍କି ପଅଁରି ପାର୍ବା ସବୁ ଲକ୍ମନ୍କେ ପାନିଟାନେ ଡେଗଇକରି ପଅଁରି ପଅଁରି କଣ୍ଡିତେଇ ଜିବାକେ ଆଦେସ୍ ଦେଲା । 44ଆରି ବାକି ଲକ୍ମନ୍କେ ଜାଜର୍ ବାଙ୍ଗ୍ଲା ପାଟା ଆରି କାଇ କାଇଟାମନ୍ ଦାରି ପଅଁରି କରି ବାରୁଆ । ବଲି କଇଲା । ଏନ୍ତାରି ଅଇ ସବୁଲକ୍ କାଇଟା ନ ଅଇତେ କଣ୍ଡି ଆସି ବାରଇଲାଇ । ସାରାସାରି ଆମେ ସବୁଲକ୍ କଣ୍ଡି କେଟ୍ଲୁ ।
Currently Selected:
ପେରିତ୍ 27: Saa25
Highlight
Share
Copy
Want to have your highlights saved across all your devices? Sign up or sign in
The Desiya Bible © The Word for the World International and Desiya Translation Samithi, Koraput, Odisha. 2025