ଗାଲାତିୟ 1
1
1ମୁଇ ପେରିତ୍ ସିସ୍ ପାଉଲ୍ । ପେରିତ୍ ସିସ୍ ଅଇବାକେ ମୁଇ ଲକ୍ମନର୍ଟାନେଅନି କି ଲକ୍ମନର୍ ମାଲାକାରିଆ ଇସାବେ ଡାକ୍ରା ପାଇନାଇ । ଏ ଡାକ୍ରା ମୁଇ ବାବା ପରମେସରର୍ ଆରି ଜିସୁ କିରିସ୍ଟର୍ ତେଇଅନି ପାଇଲିଆଚି । ପରମେସର୍ ତାକେ ମଲାଟାନେଅନି ଉଟାଇଆଚେ । 2ଆରି ଏଟା ଗାଲାତିୟ ମଣ୍ଡଲିତେଇ ରଇବା ତମର୍ପାଇ ମର୍ ଚିଟି । ଜନ୍ ବିସ୍ବାସି ବାଇବଇନିମନ୍ ମର୍ ସଙ୍ଗ୍ ଆଚତ୍, ସେମନ୍ ମିସା ମର୍ ସଙ୍ଗ୍ ଜୁଆର୍ ଜାନାଇଲାଇନି ।
3ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
4ଏବେ ଏ ପାପ୍ ବର୍ତି ଅଇରଇବା ଜଗତେଅନି ଆମ୍କେ ଉଦାର୍ କର୍ବାକେ ଆମର୍ ବାବା ପରମେସର୍ ମନ୍ କଲାଟା, ମାନିକରି କିରିସ୍ଟ ଆମର୍ ପାପର୍ ପାଇ ନିଜ୍କେ ସର୍ପିଦେଲା । 5ପରମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । ଆମେନ୍ !
ଗଟେକ୍ ସେ ସୁବ୍କବର୍
6କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି । 7ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି । 8ମାତର୍ ଆମେ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇ ରଇଲୁ, ଜଦି ସେଟାକେ ଚାଡି ବିନ୍ ଗଟେକ୍ ସୁବ୍କବର୍ ଆମେ ନିଜେ, ନଇଲେ ସରଗ୍ ଦୁତ୍ ମିସା ଜାନାଇସି ବଇଲେ, ସେ ଅବିସାପ୍ ପାଅ । 9ଏଟା ଆମେ ଆଗ୍ତୁ କଇରଇଲୁ ଆରି ମୁଇ ଏବେ ଆରି ତରେକ୍ କଇଲିନି, ତମେ ତମର୍ ଜିବନେ ଜନ୍ ସୁବ୍କବର୍ ମାନିରଇଲାସ୍, ସେଟା ଚାଡି ଆରି ଜଦି କେ, କାଇମିସା ବିନ୍ ସୁବ୍କବର୍ ଜାନାଇସି ବଇଲେ ସେ ଅବିସାପ୍ ପାଅ ।
10ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି ? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି ? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି ? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି ।
ପାଉଲ୍ କେନ୍ତାରି ପେରିତ୍ ସିସ୍ ଅଇଲା
11କାଇକେବଇଲେ, ଏ ବାଇବଇନିମନ୍ ମୁଇ ତମ୍କେ ଜନ୍ ସୁବ୍କବର୍ ଜାନାଇଲିନି, ସେଟା ମୁନୁସର୍ଟାନେଅନି ବାରଏ ନାଇ । 12ତେବେ ମୁଇ ସେଟା ମୁନୁସ୍ ମନର୍ ଟାନେଅନି ପାଇନାଇ, କି କେ ମକେ ସିକାଅତ୍ ନାଇ । ନିଜେ ଜିସୁ କିରିସ୍ଟ ସେଟା ମକେ ଜାନାଇଲା ଆଚେ ।
13 #
ପେରିତ୍ ୮:୩;୨୨:୪,୫;୨୬:୯-୧୧ ଆଗ୍ତୁ ମୁଇ ଜିଉଦି ଦରମ୍ ନାମ୍ବା ବେଲାଇ ଜେନ୍ତିକି ଜିଇତେ କାଇତେ ରଇଲି । ପାର୍ତନା କର୍ବାକେ ରୁଣ୍ଡ୍ବା ଲକ୍ମନ୍କେ କେନ୍ତି କସ୍ଟ ଦେଇତେ ରଇଲି ଆରି ସେଟାମନ୍ ନସ୍ଟ କର୍ବାକେ କେନ୍ତି ଚେସ୍ଟା କରିରଇଲି, ଏଟା ସବୁ ବିସଇ ତମ୍କେ ଜାନାଇଦିଆଅଇଆଚେ । 14#ପେରିତ୍ ୨୨:୩ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
15 #
ପେରିତ୍ ୯:୩-୬;୨୨:୬-୧୦;୨୬:୧୩-୧୮ ମାତର୍ ପରମେସର୍ ତାର୍ ଜିବନ୍ ଦୁକାଇ ମର୍ ମାଆର୍ ଗର୍ବେ ରଇଲା ବେଲେ, ମକେ ବାଚିରଇଲା ଆରି ତାର୍ ସେବା କର୍ବାକେ ଡାକ୍ଲା । 16ଆରି ଜେଡେବେଲେ ଜିଉଦି ନଇଲା ଲକ୍ମନର୍ ଟାନେ ସୁବ୍କବର୍ ଜାନାଇବାକେ ପର୍ମେସର୍ ମକେ ତାର୍ ପଅକେ ଦେକାଇଲା, । ଏ ବିସଇନେଇ ମୁଇ କାର୍ଲଗେ ଜିବି ଆରି ସେମନ୍ ମକେ ସିକାଇଦେଅତ୍ ବଲି ଚିନ୍ତାକରି ନାଇ । 17ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି । 18#ପେରିତ୍ ୯:୨୬-୩୦ଆରି ତିନ୍ ବରସ୍ ପଚେ ମୁଇ ପିତର୍କେ ବେଟ୍ ଅଇବାକେ ଜିରୁସାଲାମେ ଗାଲି । ତେଇ ତାର୍ସଙ୍ଗ୍ ଦୁଇ ଆଟ୍ ରଇଲି । 19ମାତର୍ ମାପ୍ରୁର୍ ବାଇ ଜାକୁବ୍କେ ଚାଡ୍ଲେ ଆରି ମୁଇ କନ୍ ପେରିତ୍ ସିସ୍କେ ମିସା ବେଟ୍ ଅଇନାଇ ।
20ମୁଇ ଜେତ୍କି ବିସଇ ଲେକ୍ଲିନି, ସେଟା ସତ୍, ପରମେସର୍ ଜାନିଆଚେ ମୁଇ କାଇଟା ମିସା ମିଚ୍ କଇନାଇ !
21ତାର୍ପଚେ ମୁଇ ସିରିଆ ଆରି ସିଲିସିଆର୍ ବେସି ଜାଗାଇ ଜାଇରଇଲି । 22ସେବେଲା ଜିଉଦା ରାଇଜେ ରଇଲା କିରସ୍ଟକେ ବିସ୍ବାସ୍ କର୍ବା ମଣ୍ଡଲିର୍ ଲକ୍ମନ୍ ମକେ ନିକସଙ୍ଗ୍ ନାଜାନି ରଇଲାଇ । 23ବିନ୍ ଲକ୍ମନ୍ ମର୍ ବିସଇ ଜାଇଟା କଇରଇଲାଇ, ସେମନ୍ ସେତ୍କିସେ ଜାନିରଇଲାଇ । ବିନ୍ ଲକ୍ମନର୍ଟାନେଅନି ସେମନ୍ ସୁନିରଇଲାଇ କି, ଜନ୍ ଲକ୍ ଗଟେକ୍ ବେଲାଇ ଆମ୍କେ କସ୍ଟ ଦେଇତେ ରଇଲା, ଆମର୍ ଦରମ୍ କୁରୁପ୍ନାସ୍ କରିଦେବାକେ ଚେସ୍ଟା କର୍ତେ ରଇଲା, ଏବେ ସେ ଆକା ମାପ୍ରୁର୍ ସୁବ୍କବର୍ ଜାନାଇଲାନି ! 24ସେଟାର୍ ପାଇ ସେମନ୍ ମର୍ପାଇ ପରମେସରର୍ ଡାକ୍ପୁଟା କର୍ତେରଇଲାଇ ।
Currently Selected:
ଗାଲାତିୟ 1: Saa25
Highlight
Copy
Compare
Share
Want to have your highlights saved across all your devices? Sign up or sign in
The Desiya Bible © The Word for the World International and Desiya Translation Samithi, Koraput, Odisha. 2025