YouVersion Logo
Search Icon

ପ୍ରେରିତ 11:17-18

ପ୍ରେରିତ 11:17-18 OERV

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମା ଦାନ ଦେଇଥିଲେ, ସହିପରି ଯଦି ସେ ସେମାନଙ୍କୁ ସେହି ସମାନ ଦାନ ଦେଲେ, ତେବେ ମୁଁ ପରମେଶ୍ୱରଙ୍କ ମାର୍ଗରେ ବାଧା ଦେବା ପାଇଁ କିଏ?” ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।”

Free Reading Plans and Devotionals related to ପ୍ରେରିତ 11:17-18