YouVersion Logo
Search Icon

ପ୍ରେରିତ 11:23-24

ପ୍ରେରିତ 11:23-24 OERV

ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚି ସେହି ଲୋକମାନଙ୍କୁ ପରମେଶ୍ୱର ଦେଇଥିବା ଆଶୀର୍ବାଦ ଦେଖି ବହୁତ ଖୁସୀ ହେଲେ। ସେ ସେମାନଙ୍କୁ ଆହୁରି ଉତ୍ସାହିତ କଲେ। ସେ ସେମାନଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣରେ ପ୍ରଭୁଙ୍କର ବାଧ୍ୟ ହୁଅ।” ବର୍ଣ୍ଣ‌ବ୍‌‌ବା ଜଣେ ଉତ୍ତମ ବ୍ୟକ୍ତି ଥିଲେ। ସେ ପବିତ୍ରଆତ୍ମା ଓ ବିଶ୍ୱାସରେ ପୂର୍ଣ୍ଣ ଥିଲେ। ତେଣୁ ଅନେକ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ୟ ହେଲେ।

Free Reading Plans and Devotionals related to ପ୍ରେରିତ 11:23-24