YouVersion Logo
Search Icon

ପ୍ରେରିତ 27:23-24

ପ୍ରେରିତ 27:23-24 OERV

ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ, ‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’

Free Reading Plans and Devotionals related to ପ୍ରେରିତ 27:23-24