YouVersion Logo
Search Icon

ପ୍ରେରିତ 28:26-27

ପ୍ରେରିତ 28:26-27 OERV

‘ଏହି ଲୋକମାନଙ୍କ ପାଖକୁ ଯାଅ ଓ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ଶୁଣିବ, କିନ୍ତୁ ବୁଝିବ ନାହିଁ। ତୁମ୍ଭେମାନେ ଗ୍ଭହୁଁଥିବ, ଓ ଦେଖୁଥିବ କିନ୍ତୁ ତୁମ୍ଭେ ଯାହା ଦେଖିବ, ତାହା ବୁଝିବ ନାହିଁ। ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’

Free Reading Plans and Devotionals related to ପ୍ରେରିତ 28:26-27