ଦାନିୟେଲ 2:27-28
ଦାନିୟେଲ 2:27-28 OERV
ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ। ମାତ୍ର ସ୍ୱର୍ଗସ୍ଥ ପରମେଶ୍ୱର ହିଁ କେବଳ ନିଗୂଢ଼ ବିଷୟମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ୟ ପରମେଶ୍ୱର ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ୱପ୍ନ ଥିଲା ଏବଂ ଏହି ଗୁଡ଼ିକୁ ଆପଣ ବିଛଣାରେ ଶୋଇଥିବା ବେଳେ ଦେଖିଲେ।





