ଦାନିୟେଲ 6:26-27
ଦାନିୟେଲ 6:26-27 OERV
“ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍। ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି। ତାଙ୍କର ରାଜ୍ୟ ଅବିନାଶୀ ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ। ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି। ସେ ସ୍ୱର୍ଗରେ ଓ ପୃଥିବୀରେ ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି। ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”





